Author: Bhagirathi Today

ଜିନ୍ଦଲ ପ୍ରିମିୟର ଲିଗ ୨୦୨୪-୨୫ ଉଦଯାପିତ: ଏକ୍ସଷ୍ଟ୍ରିମ ଏସଏମଏସ ଇଣ୍ଡିଆ ଚାମ୍ପିୟନ

ଅନୁଗୁଳ : ପ୍ରାୟ ଗୋଟିଏ ମାସ ଧରି ଅନୁଗୁଳର ଜିନ୍ଦଲ ନଗରରେ ଚାଲିଥିବା ଜିନ୍ଦଲ ପ୍ରିମୟର ଲିଗ ୨୦୨୪-୨୫ ଉଦଯାପିତ ହୋଇଛି । ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସପି)ର ପ୍ରତିଭାବାନ ଖେଳାଳିଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଏହି କ୍ରିକେଟ ଲିଗ୍ ଡିସେମ୍ବର ୭ ତାରିଖରୁ ଆରମ୍ଭ ହୋଇ, ଜାନୁୟାରୀ ୧୭ ତାରିଖ ଯାଏଁ ଚାଲିଥିଲା । ଜେଏସପି ଅନୁଗୁଳର ମାନବ ସମ୍ବଳ ବିଭାଗ ଦ୍ୱାରା ଆୟୋଜିତ ଏହି ଟୁର୍ଣ୍ଣାମେଂଟରେ ୩ଟି ବର୍ଗ ଯଥା- ଜେଏସପି ଜେଣ୍ଟସ୍, ଜେଏସପି […]

ବିନା ଯନ୍ତ୍ରୀରେ ଛାତ ନିର୍ମାଣ ,ନିମ୍ନମାନର କାର୍ଯ୍ୟକୁ ବିରୋଧ

ଛେଣ୍ଡିପଦା : ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ କୋଶଳା ବନରଖି ବାସଭବନ କାର୍ଯ୍ୟ ନିମ୍ନମାନର ନିର୍ମାଣକୁ ଠିକାଦାର ସଙ୍ଘ ପକ୍ଷରୁ ବିରୋଧ କରାଯାଇଛି । ଅନ୍ୟ ପକ୍ଷରେ କନିଷ୍ଠ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ନିମ୍ନ ମାନର କାମ ଯୋଗୁଁ ସଙ୍ଘ ପକ୍ଷରୁ ବିରୋଧ ପରେ ଯନ୍ତ୍ରୀ ଦୀର୍ଘ ସମୟ ପରେ ଆସି ସଠିକ ଭାବରେ ରଡ ବନ୍ଧା ହୋଇନଥିବାରୁ କାମ ବନ୍ଦ ରହିଛି। ବାସଭବନ ନିର୍ମାଣ ପାଇଁ ବନ ବିଭାଗ ପକ୍ଷରୁ ୧୬ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। […]

ମହିଳାଙ୍କ ମୃତ ଦେହକୁ ମେଡିକାଲରୁ ଜବତ , ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ଛେଣ୍ଡିପଦା :ଅନୁଗୋଳ ଜିଲ୍ଲା ବାଗଡିଆ ଥାନା ପୋଲିସ ଛେଣ୍ଡିପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ଜଣେ ମହିଳାଙ୍କ ମୃତଦେହକୁ ଜବତ କରିଥିବା ବେଳେ ମହିଳାଙ୍କୁ ଯୌତୁକ ଓ ମାନସିକ ନିର୍ଯ୍ୟାତନା ଦେଇ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ମହିଳାଙ୍କ ପରିବାର ଲୋକେ l ମୃତ ମହିଳା ଜଣଙ୍କ ହେଉଛନ୍ତି ପାତ୍ରପଡା ଗାଁର ଅର୍ଜୁନ ନାଏକଙ୍କ ସ୍ତ୍ରୀ ଓଷା ନାଏକ l ସୂଚନା ଯେ, ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମର ଓଷା ନାଏକ ବାଗଡିଆ ଥାନା ପାତ୍ରପଡା ଗାଁର ଅର୍ଜୁନ ନାଏକଙ୍କୁ […]

ପଞ୍ଚାୟତ ସମିତି ବୈଠକ ସହ ଭତ୍ତା ବଣ୍ଟନ

କଣିହାଁ:ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ୍ ପବିତ୍ର ମୋହନ ସଭାଗୃହ ରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ୮୦ ବର୍ଷ ରୁ ଉର୍ଦ୍ଧ ବୟସ୍କ ଏବଂ ୮୦% ରୁ ଉର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀଙ୍କୁ ୩୫୦୦ଟଙ୍କା ବର୍ଦ୍ଧିତ ଭତ୍ତା ବିତରଣ ସହ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସମିତି ଅଧ୍ୟକ୍ଷ ରାମକୃଷ୍ଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ତାଳଚେର ବ୍ରଜ କିଶୋର ପ୍ରଧାନ, ପାଳଲହଡା […]

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରକୁ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀରେ ପ୍ରଥମ ପୁରସ୍କାର

ଅନୁଗୋଳ: ଆଂଚଳିକ ଉଦ୍ଭିଦ ସମ୍ବଳ କେନ୍ଦ୍ର ଆନୁକୁଲ୍ୟରେ ଭୁବନେଶ୍ୱର ଏକାମ୍ର କାନନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଛି । ଏହି ବାର୍ଷିକ ପୁଷ୍ପ ପ୍ରଦର୍ଶନୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତ ୭ ତାରିଖରେ ଉଦଘାଟନ କରିଥିବା ବେଳେ ୧୨ ତାରିଖରେ ଏହି ପ୍ରଦର୍ଶନୀ ଉଦଯାପିତ ହୋଇଥିଲା ।ଜେଏସପିର ପୁଷ୍ପ ପ୍ରଦର୍ଶନୀ ଉଭୟ ବିଚାରକ ଏବଂ ପରିଦର୍ଶକଙ୍କୁ ଆକର୍ଷିତ କରିଥିଲା । […]

ଖଣ୍ତାରେ ଆକ୍ରମଣ ,ପିସ୍ତଲ ଦେଖାଇ ୪୯ ଜହାର ଟଙ୍କା ଲୁଟ୍

ଛେଣ୍ତିପଦା: ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା କମ୍ପସଲା ଗ୍ରାମ ନିକଟରେ ଜନ ସେବା କେନ୍ଦ୍ର ମାଲିକକୁ ଖଣ୍ତାରେ ଆକ୍ରମଣ ,ପିସ୍ତଲ ଦେଖାଇ ୪୯ ଜହାର ଟଙ୍କା ଲୁଟ୍ ଥାନାରେ ଅଭିଯୋଗ । ସୂଚନା ଯେ , କମ୍ପସଲା ଠାରେ କେନ୍ଦୁପସି ଗାଁର ଯୁବକ ଜିତେନ୍ଦ୍ର କୁମାର ସାହୁ ପ୍ରତେକ ଦିନ ପରି ଘରକୁ ଫେରୁଥିବା ବାଟରେ ଏକ ବାଇକ୍ ରେ ୨ଜଣ ଦୁର୍ବୁତ୍ତ ଖଣ୍ତାରେ ହାଣିବାସହ ପିସ୍ତଲ ଦେଖାଇ ଲାଫଟପ୍ , କାଗଜପତ୍ର ଓ ନଗଦ ୪୯ […]

ଜେଏସପିର ସଚେତନତା ରଥ: ବାଲ୍ୟ ବିବାହର ମୁକାବିଲା ପାଇଁ ଅଭିଯାନ ଆରମ୍ଭ

ଅନୁଗୁଳ : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର କର୍ପୋରେଟ୍ ସାମାଜିକ ଦାୟିତ୍ୱ ତୁଲାଉଥିବା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ବାଲ୍ୟ ବିବାହର ମୁକାବିଲା ପାଇଁ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ବାଲ୍ୟ ବିବାହର ସଂକଟ ସମ୍ପର୍କରେ ସମାଜକୁ ଅବଗତ କରିବା ସହ ଜିଲ୍ଲାରେ ଏହି ବେଆଇନ କାର୍ଯ୍ୟକୁ ରୋକିବା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଇଛି ।ଅନୁଗୁଳ ଜିଲ୍ଲାପାଳ ଅବଦାଲ ଅଖତର ଆନୁଷ୍ଠାନିକ ଭାବେ ଏହି ସଚେତନତା ରଥର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ […]

ଭାଲୁ ଆକ୍ରମଣ ଜଣେ ଗୁରୁତର

ଛେଣ୍ତିପଦା: ଅନୁଗୋଳ ଜିଲ୍ଲାର ଜରପଡା ବନାଞ୍ଚଳ ପରା ବନଦୁର୍ଗା ମନ୍ଦିର ନିକଟରେ ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣଙ୍କ ହେଲେ ସେହି ଗାଁର ସୁମନ୍ତ ପ୍ରଧାନ ।ସୂଚନା ଯେ, ସୁମନ୍ତ ସଖାଳ ସମୟରେ ଗ୍ରମର ବନଦୁର୍ଗା ମନ୍ଦିର ନିକଟକୁ ଶୌଚ ପାଇଁ ଯାଇଥିବା ବେଳେ ଖାଦ୍ୟ ଅନ୍ବେଷଣରେ ଗାକୁ ଆସିଥିବା ଏକ ଭାଲୁ ଆକ୍ରମଣ କରିଥିଲା । ଫଳରେ ଗୁରୁତର ଆହତ ଅବସ୍ଥାରେ ଲୋକମାନେ ଉଦ୍ଧାର […]