Tag: child awareness

ଜେଏସପିର ସଚେତନତା ରଥ: ବାଲ୍ୟ ବିବାହର ମୁକାବିଲା ପାଇଁ ଅଭିଯାନ ଆରମ୍ଭ

ଅନୁଗୁଳ : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର କର୍ପୋରେଟ୍ ସାମାଜିକ ଦାୟିତ୍ୱ ତୁଲାଉଥିବା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ବାଲ୍ୟ ବିବାହର ମୁକାବିଲା ପାଇଁ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ବାଲ୍ୟ ବିବାହର ସଂକଟ ସମ୍ପର୍କରେ ସମାଜକୁ ଅବଗତ କରିବା ସହ ଜିଲ୍ଲାରେ ଏହି ବେଆଇନ କାର୍ଯ୍ୟକୁ ରୋକିବା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଇଛି ।ଅନୁଗୁଳ ଜିଲ୍ଲାପାଳ ଅବଦାଲ ଅଖତର ଆନୁଷ୍ଠାନିକ ଭାବେ ଏହି ସଚେତନତା ରଥର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ […]