Tag: jspl

ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର୍ ପକ୍ଷରୁ ନବୀନ ଜିନ୍ଦଲଙ୍କ ଜନ୍ମଦିନ

ଅନୁଗୋଳ : ଜିନ୍ଦଲ ଷ୍ଟିଲ୍ ଆଣ୍ଡ୍ ପାୱାର (ଜେଏସପି)ର କର୍ମଚାରୀମାନେ ସ୍ଥାନୀୟ ସମ୍ପ୍ରଦାୟର ସଦସ୍ୟମାନଙ୍କ ସହିତ ଏକତ୍ରିତ ହୋଇ ଜେଏସପିର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ଜନ୍ମଦିନ ବେଶ ଧୂମଧାମରେ ପାଳନ କରିଛନ୍ତି। ଏହି ଜନ୍ମଦିନ ଉତ୍ସବରେ ସାମାଜିକ ତଥା ସୁସ୍ଥ ସ୍ୱାସ୍ଥ୍ୟଗଠନ ସମ୍ପର୍କିତ ଏକାଧିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।ଏହି ଅବସରରେ ଦେବଭୂମି ସ୍ଥିତ ଜିନ୍ଦଲ ମନ୍ଦିରରେ ଏକ ସ୍ୱତନ୍ତ୍ର ପୂଜା ସହିତ ଉତ୍ସବ ଆରମ୍ଭ ହୋଇଥିଲା। ସକାଳେ, ଜେଏସପି ଅନୁଗୋଳ ପ୍ଲାଣ୍ଟର ମୁଖ୍ୟ ତଥା କାର୍ଯ୍ୟନିର୍ବାହୀ […]

ଜିନ୍ଦଲ ପ୍ରିମିୟର ଲିଗ ୨୦୨୪-୨୫ ଉଦଯାପିତ: ଏକ୍ସଷ୍ଟ୍ରିମ ଏସଏମଏସ ଇଣ୍ଡିଆ ଚାମ୍ପିୟନ

ଅନୁଗୁଳ : ପ୍ରାୟ ଗୋଟିଏ ମାସ ଧରି ଅନୁଗୁଳର ଜିନ୍ଦଲ ନଗରରେ ଚାଲିଥିବା ଜିନ୍ଦଲ ପ୍ରିମୟର ଲିଗ ୨୦୨୪-୨୫ ଉଦଯାପିତ ହୋଇଛି । ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସପି)ର ପ୍ରତିଭାବାନ ଖେଳାଳିଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଏହି କ୍ରିକେଟ ଲିଗ୍ ଡିସେମ୍ବର ୭ ତାରିଖରୁ ଆରମ୍ଭ ହୋଇ, ଜାନୁୟାରୀ ୧୭ ତାରିଖ ଯାଏଁ ଚାଲିଥିଲା । ଜେଏସପି ଅନୁଗୁଳର ମାନବ ସମ୍ବଳ ବିଭାଗ ଦ୍ୱାରା ଆୟୋଜିତ ଏହି ଟୁର୍ଣ୍ଣାମେଂଟରେ ୩ଟି ବର୍ଗ ଯଥା- ଜେଏସପି ଜେଣ୍ଟସ୍, ଜେଏସପି […]

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରକୁ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀରେ ପ୍ରଥମ ପୁରସ୍କାର

ଅନୁଗୋଳ: ଆଂଚଳିକ ଉଦ୍ଭିଦ ସମ୍ବଳ କେନ୍ଦ୍ର ଆନୁକୁଲ୍ୟରେ ଭୁବନେଶ୍ୱର ଏକାମ୍ର କାନନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଛି । ଏହି ବାର୍ଷିକ ପୁଷ୍ପ ପ୍ରଦର୍ଶନୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତ ୭ ତାରିଖରେ ଉଦଘାଟନ କରିଥିବା ବେଳେ ୧୨ ତାରିଖରେ ଏହି ପ୍ରଦର୍ଶନୀ ଉଦଯାପିତ ହୋଇଥିଲା ।ଜେଏସପିର ପୁଷ୍ପ ପ୍ରଦର୍ଶନୀ ଉଭୟ ବିଚାରକ ଏବଂ ପରିଦର୍ଶକଙ୍କୁ ଆକର୍ଷିତ କରିଥିଲା । […]